Browsing Tag

Chief Minister Naveen Patnaik

ପାନୀୟ ଜଳ ସମୀକ୍ଷା: ସମସ୍ତ ଗ୍ରାମପଞ୍ଚାୟତ ଓ ପୌରାଞ୍ଚଳ ଶତପ୍ରତିଶତ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରମାଣ ପତ୍ର ଦେବାକୁ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ପାନୀୟ ଜଳ ଯୋଗାଣ ସଂପର୍କରେ ସମୀକ୍ଷା କରି ରାଜ୍ୟର ସମସ୍ତ ଗ୍ରାମପଞ୍ଚାୟତ ଓ ପୌରାଞ୍ଚଳ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଶତପ୍ରତିଶତ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରମାଣ…

କୋରୋନା ସମୀକ୍ଷା : ଟେଷ୍ଟିଂ, ଟ୍ରେସିଂ ଓ ଟ୍ରିଟମେଂଟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ, ସ୍ଥିତିକୁ ଦେଖି…

ଭୁବନେଶ୍ୱର- ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତର୍କତା ସହ କୋଭିଡ ନିୟମ କଡାକଡି ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବେଦନଶୀଳ ସ୍ଥାନରେ ଯାଂଚ କଡାକଡି କରିବାରୁ ସେ ନିର୍ଦ୍ଦେଶ ଦେଇଛନ୍ତି । ନିୟମିତ କୋଭିଡ ସମୀକ୍ଷା…

ମୋ ସରକାର ମହାତ୍ମା ଗାନ୍ଧିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମହାତ୍ମା ଗାନ୍ଧିଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ବିଧାନସଭାର ସ୍ୱତନ୍ତ୍ର ଆଲୋଚନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ଦେଇଛନ୍ତି । ସେ କହିଛନ୍ତି ଯେ, ଓଡିଶା ମହାତ୍ମା ଗାନ୍ଧିଙ୍କ ପାଇଁ ସ୍ୱତନ୍ତ୍ର ସ୍ଥାନ ଥିଲା । ମହାତ୍ମା ଗାନ୍ଧି ପ୍ରତିଟି ଓଡିଆଙ୍କ…

ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ମହାତ୍ମା ଗାନ୍ଧିଙ୍କ ଓଡିଶା ଆଗମନକୁ ଶହେ ବର୍ଷ ପୁରିଛି । ଏହି ଅବସରରେ ଜାତିର ପିତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧିଙ୍କ ଓଡିଶା ଶୁଭାଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି…

ରାଜ୍ୟରେ କୋଭିଡ ସ୍ଥିତିରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟରେ କୋରୋନା ସଂକ୍ରମଣ ସ୍ଥିତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଗତ କିଛି ଦିନ ହେବ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚିନ୍ତା ପ୍ରକାଶ ପାଇଛି । ସଂକ୍ରମଣ ରୋକିବା ପାଇଁ କିଛି ପଦକ୍ଷେପ ସଂପର୍କରେ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ…

ଆସନ୍ତାକାଲି କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ଆସନ୍ତାକାଲି କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସଆରସି ଏନେଇ ସୂଚନା ଦେଇଛନ୍ତି । ଗାଁର କୋଭିଡ ପରିଚାଳନା କମିଟିକୁ ପୁଣି ସକ୍ରିୟ କରାଯିବ । ସରପଂଚ, ୱାର୍ଡ ମେମ୍ବର, ଅଙ୍ଗନବାଡି, ଆଶାକର୍ମୀଙ୍କୁ ଦାୟିତ୍ୱ ଦିଆଯିବ । ବାହାରୁ ଆସୁଥିବା…

ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜକାଲ ଓ ମେଡିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ପାଇଁ ୧୯ଟି…