Browsing Tag

Chief Minister Naveen Patnaik

ଆନ୍ତର୍ଜାତିକ ମହିଳା ଦିବସ ପୂର୍ବରୁ ନବୀନଙ୍କ ଭେଟି, ମିଶନ ଶକ୍ତିକୁ ଅଲଗା ବିଭାଗ ଭାବେ ମାନ୍ୟତା ପ୍ରସ୍ତାବକୁ…

ଭୁବନେଶ୍ୱର-ଆନ୍ତର୍ଜାତିକ ମହିଳା ଦିବସ ପୂର୍ବରୁ ନବୀନଙ୍କ ଭେଟି । ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ମିଶନ ଶକ୍ତିକୁ ଅଲଗା ବିଭାଗ ଭାବେ ମାନ୍ୟତା ଦେବା ପାଇଁ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ଏଣିକି ଅନଲାଇନ୍ ସେବା ଯୋଗାଇବ “ମୋ ସେବା କେନ୍ଦ୍ର”

ଲୋକାର୍ପିତ ହେଲା ୩୦୦୦ ମୋ ସେବା କେନ୍ଦ୍ର ଓ OdishaOne Portal ଘରପାଖରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ଯୁଗାନ୍ତକାରୀ ପଦକ୍ଷେପ ଭୁବନେଶ୍ବର: ଆଜି ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ । ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ…

ବିଜୁ ଜୟନ୍ତୀ : ଓଡିଶାର ସ୍ୱାଭିମାନ ପାଇଁ ଲଢେଇ ଜାରି ରଖିବାକୁ ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ନେତା ଓ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି । ସେ କହିଛନ୍ତି ଯେ, ଓଡିଶାକୁ ବିକାଶର ଶୀର୍ଷରେ ପହଂଚାଇବା ଥିଲା ବିଜୁବାବୁଙ୍କ ଲକ୍ଷ୍ୟ । ସେବା ଥିଲା ବଜୁବାବୁଙ୍କ…

ବିଜୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଓଡିଆ ସ୍ୱାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ବିଜୁ ବାବୁ ନିଜ ଜୀବନ ଉତ୍ସର୍ଗ…

କେନ୍ଦ୍ରାପଡା ଜିଲ୍ଲାରେ ଷ୍ଟିଲପ୍ଲାଂଟ ନେଇ ରାଜ୍ୟ ସରକାର-ଆର୍ସେଲର ମିତ୍ତଲ ବୁଝାମଣାପତ୍ର ସ୍ୱାକ୍ଷର

ଭୁବନେଶ୍ୱର- କେନ୍ଦ୍ରାପଡା ଜିଲ୍ଲାରେ ଷ୍ଟିଲପ୍ଲାଂଟ୍ ନେଇ ରାଜ୍ୟ ସରକାର ଓ ଆର୍ସେଲର ମିତ୍ତଲଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ ଓ ଏଲ.ଏନ ମିତ୍ତଲଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ୫୦ ହଜାର କୋଟି ଟଙ୍କା…