Browsing Tag

Chief Minister Naveen Patnaik

ରାଉକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ବିର୍ସାମୁଣ୍ଡାଙ୍କ ନାଁରେ ନାମିତ

ରାଉରକେଲା – ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାଁରେ ନାମିତ ହେଲା ପ୍ରସ୍ତାବିତ ହକି ଷ୍ଟାଡିୟମ । ରାଉରକେଲାରେ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା…

ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ଗସ୍ତରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲାରେ ଦେଶର ସର୍ବବୃହତ ଅତ୍ୟାଧୁନିକ ହକି ଷ୍ଟାଡିୟମର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ୨୦୨୩ ବିଶ୍ୱକପ୍ ହକି…

ମା’ ସରସ୍ୱତୀ ପୂଜା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଆଜି ପବିତ୍ର ବସନ୍ତ ପଂଚମୀ । ବିଦ୍ୟାଦାତ୍ରୀ ମା’ସରସ୍ୱତୀଙ୍କ ପୂଜାର୍ଚ୍ଚନାର ଦିନ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମା’ ସରସ୍ୱତୀଙ୍କ ଅପାର କରୁଣାରୁ ସମସ୍ତଙ୍କ ବିଦ୍ୟାର ଭଣ୍ଡାର ପରିପୂର୍ଣ୍ଣ ହେବା…

ସୁନ୍ଦରଗଡ ଗସ୍ତ ପୂର୍ବରୁ ନବୀନଙ୍କ ମାଷ୍ଟର ଷ୍ଟ୍ରୋକ୍

ପଶ୍ଚିମ ଓଡିଶା ବିକାଶ ପରିଷଦ ଅନୁଦାନ ୨ ଗୁଣ: ଆଂଚଳିକ ବୈଷମ୍ୟ ଦୂର ଲକ୍ଷ୍ୟ ସମ୍ବଲପୁର: ପଶ୍ଚିମ ଓଡିଶା ପ୍ରତି ନବୀନ ପୁଣି ଥରେ ତାଙ୍କ ଆନ୍ତରିକତାର ପ୍ରମାଣ ଦେଇଛନ୍ତି । ଦୀର୍ଘ ଦିନରୁ ହୋଇଆସୁଥିବା ଡବ୍ଲୁଓଡିସି ଅନୁଦାନ ରାଶିକୁ ୨ଗୁଣ କରିଛନ୍ତି । ସୁନ୍ଦରଗଡ ଗସ୍ତର ଅବ୍ୟବହିତ ପୂର୍ବରୁ…

କଳାହାଣ୍ଡି କାରଲାପାଟରେ ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ, ଜାତୀୟ ସ୍ତରର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ…

ଭୁବନେଶ୍ବର: ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କାରଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ…