Browsing Tag

Chief Minister Naveen Patnaik

ନେତାଜୀ ଭାରତମାତାର ଅମୂଲ୍ୟ ରତ୍ନ: ନବୀନ

କଟକ: ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ପବିତ୍ର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ ଜନ୍ମବାର୍ଷିକୀ ପାଳନ ଆରମ୍ଭ ହୋଇଛି । ଏହି ଅବସରରେ ନେତାଜୀଙ୍କୁ ତାଙ୍କର ଜନ୍ମସ୍ଥାନ କଟକରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଅର୍ପଣ…

କଟକରେ ନେତାଜୀ ଜୟନ୍ତୀ ପାଳିବେ ମୁଖ୍ୟମନ୍ତ୍ରୀ, ନେତାଜୀଙ୍କ ନାଁରେ ନୂଆ ବସ୍ ଟର୍ମିନାଲର କରିବେ ଶିଳାନ୍ୟାସ

କଟକ- ନେତାଜୀ ଜୟନ୍ତୀ ଉପଲକ୍ଷେ କଟକରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଯାଇ ଓଡିଆ ବଜାର ସ୍ଥିତ ନେତାଜୀଙ୍କ ବାସଭବନରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।ଏଥିସହ କଟକ ଖାନନଗରରେ ନେତାଜୀଙ୍କ ନାଁରେ ହେବାକୁ ଥିବା ନୂଆ ବସ୍…

ନେତାଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-ଆଜି ଓଡିଶାର ବରପୁତ୍ର ମହାନ ସ୍ୱାଧୀନତା ସଂଗ୍ରାମ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନେତାଜୀଙ୍କ ଦୃଢ ଆତ୍ମବିଶ୍ୱାସ,…

ବୀର ସୁରେନ୍ଦ୍ର ସାଏ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଦିବାସୀ ତଥା ସାଧାରମ ଜନତାଙ୍କ ସ୍ୱାର୍ଥ ରକ୍ଷା ପାଇଁ ସମ୍ବଲପୁରରେ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କ ପରାକ୍ରମ ଓ ବଳିଦାନ ସର୍ବଦା ସ୍ମରଣୀୟ…

ଜାତୀୟ ହସ୍ତଶିଳ୍ପ ମେଳା ତୋଷାଳି -୨୦୨୧ ଉଦଘାଟିତ

ଭୁବନେଶ୍ୱର- ପଂଚଦଶ ଜାତୀୟ ହସ୍ତଶିଳ୍ପ ମେଳା ତୋଷାଳି -୨୦୨୧ ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନସିଂ ଜରିଆରେ ମେଳାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରରେ ଜନତା ମଇଦାନରେ ଆସନ୍ତାମାସ ୪ ତାରିଖ ଯାଏଁ ଚାଲିବ ତୋଷାଳି ମେଳା । ପୂର୍ବ ଭାରତର ସର୍ବବୃହତ ଏହି…