Browsing Tag

Chief Minister Naveen Patnaik

ବ୍ରହ୍ମପୁରବାସୀଙ୍କୁ ନବୀନଙ୍କ ନୂଆବର୍ଷ ଭେଟି… ୧୨.୫୨ କୋଟି ଟଙ୍କାର ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ

By- Bishnupriya Padhi ରାଜ୍ୟରେ କରୋନାର ସର୍ବାଧିକ ଭୟାବହତାରେ ୨୦୨୦ ବର୍ଷ କାଟିଥିବା ଗଞ୍ଜାମ ଜିଲ୍ଲା ବିଶେଷ କରି ବ୍ରହ୍ମପୁର ବାସିନ୍ଦାଙ୍କୁ ନବ ବର୍ଷରେ ନୂଆ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୁଣା ବର୍ଷର କଷ୍ଟକୁ ଭୁଲାଇ ୨୦୨୧ରେ ନୂଆ ଆରମ୍ଭ କରିବା ପାଇଁ…

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ…

ବାଜାକୁ ଅନୁମତି ପରେ ଆଶ୍ବସ୍ତ ହେଲେ ପଶ୍ଚିମ ଓଡିଶା କଳାକାର: ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ସାଧୁବାଦ

ସମ୍ବଲପୁର: କରୋନା ରୁପକ ମହାମାରି ରେ ସମସ୍ତ ଙ୍କ ଜୀବନ ଜୀବିକା ଗୁରୁତର ଭାବେ ପ୍ରଭାବିତ ହୋଇଥିଲେ । ଏଥିରେ ବିବାହ, ବ୍ରତ ପରି ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ବାଜା ବଜାଇ ନିଜର ଗୁଜୁରାଣ ମେଣ୍ଟାଉଥିବା କଳାକାର ମାନେ ବିଶେଷ ଭାବେ ପ୍ରଭାବିତ ହୋଇଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ…

ସମାଜସେବୀ ପାର୍ବତୀ ଗିରି ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦେଶସେବା ସହ ମହିଳା, ଶିଶୁ, ନିରାଶ୍ରୟ ଓ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି…

ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ନବୀନଙ୍କୁ ବିଜେଡି ନେତା ଓ ମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର-ଦେଶର ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ । ଏକ ଜାତୀୟ ଗଣମାଧ୍ୟମ ଦ୍ୱାରା ହୋଇଥିବା ସର୍ଭେରେ ନବୀନ ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବିବେଚିତ ହୋଇ ଏକ ନମ୍ବର ସ୍ଥାନରେ ଅଛନ୍ତି । ବିଜେଡି କର୍ମୀ, ନେତା,ବିଧାୟକ ଓ ମନ୍ତ୍ରୀମାନେ ଏଥିପାଇଁ…