Browsing Tag

Chief Minister Naveen Patnaik

କଳାହାଣ୍ଡି ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୦୮୫ କୋଟିର ବିକାଶର ଭେଟି, ଅପର ଇନ୍ଦ୍ରାବତୀ ପ୍ରକଳ୍ପ ଲୋକାର୍ପିତ

ଭବାନୀପାଟଣା – କଳାହାଣ୍ଡି ଜିଲ୍ଲାର ବିକାଶରେ ଯୋଡି ହୋଇଛି ଆଉ ଏକ ଅଧ୍ୟାୟ । କଳାହାଣ୍ଡି ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାବାସୀଙ୍କୁ ଦେଇଛନ୍ତି ୨୦୮୫ କୋଟିର ଭେଟି । ମଙ୍ଗଳପୁରରେ ଅପର ଇନ୍ଦ୍ରାବତୀ ପ୍ରକଳ୍ପର ଉଦଘାଟନ କରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଭେଟି ଦେଇଛନ୍ତି…

ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆଜି ସାରା ରାଜ୍ୟରେ ହର୍ଷ ଓ ଉଲ୍ଲାସର ସହ ପାଳନ ହେଇଛି ପବିତ୍ର ମକର ସଂକ୍ରାନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତି ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । କୋଭିଡ ନିୟମକୁ ଦୃଷ୍ଟିରେ ରଖି ମକର ଉତ୍ସବ ପାଳନ କରିବା ଲାଗି…

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ,ମୋଟ ୧୦୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

ଭୁବନେଶ୍ୱର- ଆଉ କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତରେ ବାହାରିବେ । ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୫୪ଟି ପ୍ରକଳ୍ପର ଉଦଘାଟନ କରିବା ସହ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିବେ । ମୋଟ ୧୦୬ଟି ପ୍ରକଳ୍ପ ପାଇଁ ୨ ହଜାର ୮୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି । କୋରୋନା…

କୋଭିଡ ଟିକାକରଣ ପାଇଁ ଓଡିଶା ପ୍ରସ୍ତୁତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡିଶାରେ କୋଭିଡ ଟିକା କୋଭିସିଲ୍ଡ ପଂହଚିଥିବାରୁ ଖୁସି ଜାହିର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୂଲ୍ୟବାନ ଜୀବନ ବ୍ୟାପକ ରକ୍ଷା ପାଇଁ କୋଭିଡ ଟିକାକରଣ ଲାଗି ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଚମକିବ ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମି: ବିଶ୍ୱସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରିବାକୁ ନବୀନଙ୍କ…

ଭୁବନେଶ୍ବର: ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମିକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକାଶିତ କରାଯିବ ଭୁବନେଶ୍ବର । ପର୍ଯ୍ୟଟନ ରାଜ୍ୟ ସରକାରଙ୍କର ଅଗ୍ରାଧିକାର କ୍ଷେତ୍ର ଭାବରେ ବିକାଶ ଲାଭ କରିବା ଆରମ୍ଭ କରିଛି । ରାଜ୍ୟରେ…