Browsing Tag

Chief Minister Naveen Patnaik

ପିଏମଜିକେଏୱାଇରେ ଆଉ ୮ ମାସ ପାଇଁ ଅତିରିକ୍ତ ଚାଉଳ ଆଂବଟନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର- ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା-ପିଏମଜିକେଏୱାଇ ଅନ୍ତର୍ଗତ ଆସନ୍ତା ୮ ମାସ ପାଇଁ ଅତିରିକ୍ତ ଚାଉଳ ଆଂବଟନ କରିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଜାତୀୟ ଖାଦ୍ୟ ସୁରକ୍ଷା ଅଧୀନସ୍ଥ ହିତାଧିକାରୀମାନଙ୍କ ମଧ୍ୟରେ…

ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧୁନିକ ଓଡିଶାର ନିର୍ମାଣ ସହ ଓଡିଆ ଭାଷା, ସାହିତ୍ୟର ସୁରକ୍ଷା ଓ…

କନ୍ଧମାଳରେ ବିକଶିତ ହେବ ପୌରାଞ୍ଚଳ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଜିଲ୍ଲା ବିଜେଡି ନେତୄବୄନ୍ଦ

ଫୁଲବାଣୀ: ବିକଶିତ ହେବ କନ୍ଧମାଳ ଜିଲ୍ଲାର ୩ଟି ଯାକ ପୌରାଞ୍ଚଳ। ଜିଲ୍ଲା ସଦର ମହକୁମା ଫୁଲବାଣୀ ପୌରପାଳିକା ସମେତ ବାଲିଗୁଡ଼ା ଏବଂ ଜି.ଉଦୟଗିରି ଏନ୍ଏସିରେ ଉନ୍ନୟନ ପ୍ରକ୍ରିୟା ତ୍ଵରାନ୍ବିତ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଅନୁଦାନ ମଞ୍ଜୁର…

ସ୍କୁଲ ରୂପାନ୍ତର ପର୍ବ: ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି,…

ଅନୁଗୁଳ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୧୭୬ କୋଟିର ପ୍ରକଳ୍ପ ଭେଟି

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେୱାଇ ଯୋଜନାରେ ଅନୁଗୁଳ ଜିଲ୍ଲାର ମୋଟ ୯ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜିଲ୍ଲାରେ ହେଲ୍‌ଥ କରିଡର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟ୍ୟମନ୍ତ୍ରୀ ।…