Browsing Tag

Chief Minister Naveen Patnaik

ଆଜି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୂପାନ୍ତରିତ ସରକାରୀ ସ୍କୁଲ୍‌ର ଲୋକାର୍ପଣ ଜାରି ରହିଛି । ଏ କ୍ରମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ । ଗଞ୍ଜାମ…

ଆସନ୍ତା ୨୪ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ - ଆସନ୍ତା ୨୪ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ମେଘନାଦ ପାଚେରୀ କଡରୁ ୭୫ ମିଟର ପରିଧି ମଧ୍ୟରେ ଐତିହ୍ୟ ସୁରକ୍ଷା କରିଡର ନିର୍ମାଣ ପାଇଁ ଯୋଜନା ରହିଛି । ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଆଧାର କରି…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା

ଜିଲ୍ଲାର ୧ ଲକ୍ଷ ୧୫ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ ୨୦୦୦ ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧.୨୨ ଲକ୍ଷ ପରିବାରକୁ ପାଇପ ପାଣିର ସୁବିଧା…

ବିଜେଡିରେ ସାମିଲ ହେଲେ ବେଗୁନିଆର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ

ଭୁବନେଶ୍ୱର- କଂଗ୍ରେସକୁ ଆଉ ଏକ ଝଟକା । ବେଗୁନିଆର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ ବିଜେଡିରେ ସାମିଲ ହୋଇଛନ୍ତି । ନିଜର ସମର୍ଥକଙ୍କ ସହ ପ୍ରଦୀପ ସାହୁ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ…