Browsing Tag

Chief Minister Naveen Patnaik

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବରଗଡ ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ

ବିଏସକେଓ୍ବାଇରେ ସାମିଲ ହେବ ବରଗଡ ବରଗଡ: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଆସୁଛନ୍ତି । ବହୁ ପ୍ରତୀଖିତ ବିଏସକେଓ୍ବାଇ ଯୋଜନାରେ ବରଗଡ ଜିଲ୍ଲା କାଲି ସାମିଲ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀଙ୍କ ପୂର୍ବତନ ନିର୍ବାଚନ ମଣ୍ଡଳୀ ବିଜେପୁରର ଏମ୍ ଗଣ୍ଡପାଲି…

ଦୁର୍ନୀତି ବିରୋଧରେ ନବୀନ ସରକାରଙ୍କ ଅଭିଯାନ ଜାରି, ଆଉ ୮ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ…

ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ଅଭିନବ ୫-ଟି ଉପକ୍ରମ ଅଧୀନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ହାଇସ୍କୁଲର ଲୋକାର୍ପଣ କରିଛନ୍ତି। ସୁନ୍ଦରଗଡ଼କୁ ମିଶାଇ ୫ଟି ଜିଲ୍ଲାରେ ରୂପାନ୍ତରିତ ମୋଟ ୧୪୨ଟି ହାଇସ୍କୁଲର ଲୋକାର୍ପଣ…