Browsing Tag

Chief Minister Naveen Patnaik

ଆଜି ନବୀନ-ଜଗନ ସାକ୍ଷାତ

ଭୁବନେଶ୍ୱର –ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ । ଅପରାହ୍ନ ୪ଟା ୩୦ ମିନିଟରେ ଭୁବନେଶ୍ୱରରେ ପହଂଚିବେ ଜଗନ । ୫ଟା ୫୦ ମିନିଟରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସେ ଆଲୋଚନା…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବିରୋଧରେ ବନ୍ଦ ଡାକରା ଦେଇ ଲୋକହସା ହେଲେ ଭକ୍ତ

ନବୀନଙ୍କ ସ୍ବାଗତ ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ଜନତା ଭବାନୀପାଟଣା : କଂଗ୍ରେସର ହେଭିୱେଟ୍ ନେତା ଭକ୍ତ ଦାସଙ୍କୁ ଗତକାଲି ଚରମ ଲୋକହସାର ଶିକାର ହେବାକୁ ପଡିଛି । ମମିତା ମେହେର ହତ୍ୟା ଘଟଣାକୁ ଆଳ କରି ପୁଣି ଥରେ ନିଜର ଦୁର୍ବଳ ସଂଗଠନକୁ ସଞ୍ଜୀବନୀ ଦେବାର ପ୍ରଚେଷ୍ଟା ଆଳରେ…

ନୂଆପଡ଼ା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧ ଲକ୍ଷ ୭୩ ହଜାର ହେବେ ଉପକୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୭୩ ଲକ୍ଷ ଲୋକ ଏହି ସୁବିଧା ପାଇବେ । ନୂଆପଡା ସହିତ ରାଜ୍ୟର ୧୦ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ…

ନୂଆପଡା ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଭର୍ଚୁଆଲରେ ଜନତାଙ୍କୁ କରିବେ…

ଭୁବନେଶ୍ୱର – କଳାହାଣ୍ଡି ଜିଲ୍ଲା ପରେ ନୂଆପଡାରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଭିଡିଓ କନଫରେନସିଂ ଜରିଆରେ ସେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ଉଦବୋଧନ ବି ଦେବେ । ଏଥିସହ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କଳାହାଣ୍ଡି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ…

କଳାହାଣ୍ଡି ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟକାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୮୫୯ କୋଟି ଟଙ୍କାର ପ୍ରକଳ୍ପର…

ଭବାନୀପାଟଣା – କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତିା କଳାହାଣ୍ଡି…