Browsing Tag

Chief Minister Naveen Patnaik

ପୋଲିସ ସହିଦ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ପୋଲିସ ସହିଦ ସ୍ମୃତି ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ତ୍ତବ୍ୟରତ ଅବସ୍ଥାରେ ପ୍ରାଣବଳି ଦେଇଥିବା ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ସହିଦ ପୋଲିସଙ୍କ ବୀରତ୍ୱ, ସାହସିକତା ଓ ବଳିଦାନ ଆମ…

ସାବଧାନ,ସମସ୍ତଙ୍କ ଉପରେ ନବୀନଙ୍କ ନଜର

ସାବଧାନ... ସୁଧୁରିଯାଅ... ନଚେତ୍ କଠୋର କାର୍ଯ୍ୟାନୁଷ୍ଠାନରୁ କେହି ବର୍ତ୍ତିବେନି। ସରକାରୀ ଚାକିରିରେ ଥିଲେ ନିଲମ୍ବିତ କିମ୍ବା ବହିଷ୍କୃତ ହେବେ। ଦଳରେ ଥିଲେ ବିଦା କରିଦିଆଯିବ। କାରଣ ରାଜ୍ୟବାସୀଙ୍କ ସ୍ବାର୍ଥ, ଓଡ଼ିଶାର ହିତ ସର୍ବୋପରେ ଓ ସର୍ବପ୍ରଥମ। ସରକାରଙ୍କ ଆଉ ବିଜେଡି ଦଳର ମଧ୍ୟ।…

ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର - ଆଜି ହେଉଛି ମହାପୁରୁଷ ମହମ୍ମଦଙ୍କ ପବିତ୍ର ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏଥିସହ କୋଭିଡ ନିୟମର କଡା ଅନୁପାଳନ କରି ପର୍ବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

୨୨ରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆନ୍ଦୋଳନର ବାର୍ତ୍ତାବହ ଗଡଜାତ ଗାନ୍ଧି ସାରଙ୍ଗଧର ଦାସଙ୍କ ଜୟନ୍ତୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ଦିଗରେ ସାରଙ୍ଗଧର ଦାସଙ୍କ ପ୍ରୟାସ, ଓଡିଆ ସ୍ୱାଭିମାନ ତଥା ସମାଜର…