Browsing Tag

Chief Minister Naveen Patnaik

ମହାପ୍ରଭୁଙ୍କ ନବଦିନ ବ୍ୟାପି ଯାତ୍ରା ସୁରୁଖୁରୁରେ ସରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ ମହାପ୍ରଭୂଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି…

‘ମୋ ସ୍କୁଲ’ ରେ ଅନ୍ତର୍ଭୁକ୍ତ ହେଲେ ୩୫ ହଜାରରୁ ଉର୍ଦ୍ଧ୍ଵ ସ୍କୁଲ, ୯୫କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର: 'ମୋ ସ୍କୁଲ୍ ଅଭିଯାନ'ର ୨୬ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ସୋମବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ଼ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ମାସ ଭର୍ଚୁଆଲ୍ ମୋଡରେ ଅନୁଷ୍ଠିତ ହୋଇଥବା…

ଚାଷୀକୁ ମିଳିଲା ସୁବର୍ଣ୍ଣରେଖା ପାଣି: ମୟୂରଭଞ୍ଜର ୫ଟି ବ୍ଲକର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି

ଭୁବନେଶ୍ଵର: ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ…

ରେଢାଖୋଲ ଆଦର୍ଶ ବିଦ୍ୟାଳୟ ପାଇଁ ୮.୬୦କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଉପାନ୍ତ ରେଢାଖୋଲ ଅଞ୍ଚଳରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଗୁରୁତ୍ବାରୋପ କରିଛନ୍ତି । ରେଢାଖୋଲରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ ସକାଶେ ମୁଖ୍ୟମନ୍ତ୍ରୀ ୮ କୋଟି ୬୦ ଲଖ୍ୟ ଟଙ୍କା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ବିଦ୍ୟାଳୟର କୋଠା ସହିତ…