Browsing Tag

Chief Secretary Suresh Mohapatra

ରାଜ୍ୟରେ ଜୁଲାଇ ପହିଲା ଯାଏଁ ଆଂଶିକ ଲକଡାଉନ, ଦକ୍ଷିଣ ଓ ପଶ୍ଚିମ ଓଡିଶାର ୧୭ଟି ଜିଲ୍ଲାରେ କୋହଳ ସମୟସୀମା ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାର କୋଭିଡ୍ ଲକଡାଉନ୍ ସମ୍ବନ୍ଧୀୟ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାରେ ୧୭ ଜୁନ୍ ସକାଳ ୫ଟାରୁ ୧ ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ। ପୂର୍ବ ଭଳି ସପ୍ତାହନ୍ତ ସଟ୍‌ଡାଉନ୍ ସମସ୍ତ ଜିଲ୍ଲାରେ ଜାରି ରହିବ।…

ରାଜ୍ୟ ସରକାରଙ୍କ ନୂଆ କୋଭିଡ ଗାଇଡଲାଇନ, ୧୭ଟି ଜିଲ୍ଲାରେ ବଢିଲା କୋହଳ ସମୟସୀମା, ଜୁଲାଇ ପହିଲା ଯାଏଁ ଲକଡାଉନ୍ ଜାରି

ଭୁବନେଶ୍ୱର- ରାଜ୍ୟ ସରକାର ନୂଆ କୋଭିଡ ଗାଇଡଲାଇନ ଜାରି କରିଛନ୍ତି । ରାଜ୍ୟର ୧୭ଟି ଜିଲ୍ଲାରେ କୋଭିଡ କଟକଣା କୋହଳ କରାଯାଇଛି । ଦକ୍ଷିଣ ଓ ପଶ୍ଚିମ ଓଡିଶାର ୧୭ଟି ଜିଲ୍ଲାରେ ଲକଡାଉନ କୋହଳ କରାଯାଇଛି । ଏଥିସହିତ ଜୁଲାଇ ପହିଲା ଯାଏଁ ଆଂଶିକ ଲକଡାଉନ ଜାରି ରହିବ । ଦକ୍ଷିଣ ଓ ପଶ୍ଚିମ…

କିଛି ସମୟ ପରେ କୋଭିଡ ଅନଲକ୍ ପ୍ରକ୍ରିୟା ନେଇ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର-ରାଜ୍ୟରେ କୋଭିଡ ସ୍ଥିତିରେ ଉଲ୍ଲେଖନୀୟ ଉନ୍ନତି ହୋଇଥିବାରୁ ରାଜ୍ୟ ସରକାର ଆଜି ଅନଲକ୍ ପ୍ରକ୍ରିୟା ଘୋଷଣା କରିପାରନ୍ତି । ଦିନ ସାଢେ ଗୋଟାଏରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଅନଲକ ସଂପର୍କିତ ଘୋଷଣା କରିବେ । ଏହି ମାସରେ କେବଳ ୪-୫ଟି ଜିଲ୍ଲାକୁ ଛାଡିଦେଲେ ରାଜ୍ୟରେ…

ବିଶ୍ବ ମହାମାରୀକୁ ଟକ୍କର ଦେଉଛି ଟିମ୍ ଓଡିଶା

ଯୁଦ୍ଧରେ ଜୟ ପରାଜୟ କେବଳ ଜଣଙ୍କ ଶକ୍ତି ଉପରେ ନିର୍ଭରଶୀଳ ନଥାଏ। ବିଜୟ ପାଇଁ ଦରକାର ସଂଘବଦ୍ଧ ଓ ଏକତ୍ରିତ ଲଢ଼େଇ, ସୁଚିନ୍ତିତ ରଣନୀତି, ଉତ୍ତମ ସମନ୍ବୟ ଓ ଦକ୍ଷ ନେତୃତ୍ବ। କରୋନା ମହାମାରୀ ବିରୋଧରେ ଏଯାବତ ଓଡ଼ିଶାର ଲଢ଼େଇରେ ଆମ ରାଜ୍ୟର ବାଜିମାତ୍ ପଛରେ ରହିଛି ଏସବୁ ସାମୂହିକ କାରଣ।…

ନବରଙ୍ଗପୁର ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ, କୋଭିଡ ସ୍ଥିତିର ସମୀକ୍ଷା

ନବରଙ୍ଗପୁର - ନବରଙ୍ଗପୁର ଜିଲ୍ଲାରେ କୋଭିଡ ସ୍ଥିତି ନିୟନ୍ତ୍ରଣରେ ରହିଛି । ସମୀକ୍ଷା କଲା ପରେ ଏହା କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କୋରୋନା ସଂକ୍ରମଣ ଏବେ ୨୦ ପ୍ରତିଶତରୁ ଖସି ୧୩ ପ୍ରତିଶତରେ ପହଂଚିଛି । ଜିଲ୍ଲାରେ ଦିନକୁ ୬ ଶହ ଲୋକଙ୍କ ଆରଟି-ପିସିଆର୍ ଟେଷ୍ଟ କରାଯିବା…