Browsing Tag

Chif Secretary Suresh Mahapatra

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର – ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଅସିତ କୁମାର ତ୍ରିପାଠୀଙ୍କ ସ୍ଥାନ ଗ୍ରହଣ କରିଛନ୍ତି । ଗତକାଲି ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ । ଅସିତଙ୍କ ସ୍ଥାନରେ ସୁରେଶ ଚନ୍ଦ୍ର ମହାପାତ୍ର…