Browsing Tag

CM Naveen Patnaik

ପୁରୀରେ ଆନ୍ତର୍ଜାତିକ ବିମାନବନ୍ଦର ନିର୍ମାଣ ପାଇଁ ପ୍ରସ୍ତାବ ଦେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପୁରୀକୁ ବିଶ୍ୱ ଐତିହ୍ୟ ସହର ଓ ପ୍ରମୁଖ ଆଧ୍ୟାତ୍ମିକ କେନ୍ଦ୍ର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାର ବିଭିନ୍ନ ପ୍ରକଳ୍ପ ହାତକୁ ନେଇଛନ୍ତି । ଏବେ ପୁରୀକୁ ଦେଶର ଅନ୍ୟାନ୍ୟା ସହରକୁ ବିମାନପଥରେ ଯୋଡିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀରେ…

ଶହୀଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ : ନବୀନ

ଶହୀଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ - ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା…

ସହିଦ ମାଧୋ ସିଂଙ୍କୁ ରାଜ୍ୟ ବୀରତା ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା କ୍ରାନ୍ତିକାରୀ ସହିଦ ମାଧୋ ସିଂଙ୍କୁ ରାଜ୍ୟ ବୀରତା ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ନେତୃତ୍ୱରେ ବରଗଡ ଘେଁସରୁ ଆରମ୍ଭ ଆନ୍ଦୋଳନ ଦେଶର ସ୍ୱାଧୀନତା ସଂଗ୍ରାମକୁ ନୂଆ ଦିଗ ଦେଇଥିଲା ବୋଲି…

ଟିକାକରଣ ନେଇ ପୁଣି ଥରେ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ମାଗିଲା କେନ୍ଦ୍ର, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ…

ଭୁବନେଶ୍ୱର – କୋଭିଡ ଟିକାକରଣ ପାଇଁ ପୁଣି ଥରେ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ମାଗିଛନ୍ତି କେନ୍ଦ୍ର ସରକାର । ଏ ବାବଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ । କୌଣସି ସ୍ୱାସ୍ଥ୍ୟକର୍ମୀ ଯେପରି ଟିକାକରଣରୁ ବାଦ୍ନ…

ବରିଷ୍ଠ ପୋଲିସ ଅଧିକାରୀଙ୍କ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ : ମହିଳା ଓ ଶିଶୁ ବିରୋଧୀ ହିଂସା ପାଇଁ…

ଭୁବନେଶ୍ୱର- ୬୨ତମ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମ୍ମିଳନୀରେ ଉଦଯାପନୀ ଭାଷଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଦୋଷୀ ସାବ୍ୟସ୍ତ ହାର ହ୍ରାସ ପାଉଥିବାରୁ ସେ ଚିନ୍ତା ପ୍ରକଟ କରିଛନ୍ତି । ତଦନ୍ତରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର ପାଇଁ ସେ ପୋଲିସ ବିଭାଗକୁ ପରାମର୍ଶ…

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହିଷ୍ଣୁତା : ୬ ଦୁର୍ନାତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ଦିଆଗଲା…

ଭୁବନେଶ୍ୱର- ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ ସ୍ୱରୂପ ରାଜ୍ୟ ସରକାର ୬ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଇଂଜିନିୟର ଥିଲା ବେଳେ ୨ ଜଣ ଅବକାରୀ ବିଭାଗର ଅଧିକାରୀ ଅଛନ୍ତି । ଅପାରଗ ଓ ଅସାଧୁ ଅଧିକାରୀଙ୍କ ବିରୋଧରେ…

ସଂଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ, ସ୍ୱତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ, ଅଗ୍ନି ପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡିଯାଇଥିବା…