Browsing Tag

CM Naveen Patnaik

ଗ୍ରାମ୍ୟ ଉନ୍ନୟନ ବିଭାଗ ପାଇଁ ଆଭ୍ୟନ୍ତରୀଣ ନେଟୱର୍କିଂ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଗ୍ରାମ୍ୟ ଉନ୍ନୟନ ବିଭାଗ ପାଇଁ ଆଭ୍ୟନ୍ତରୀଣ ନେଟୱର୍କିଂ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫଳରେ ଏପର୍ଯ୍ୟନ୍ତ ଲୋକସେବା ଭବନକୁ ସଂଯୋଗ ହୋଇଛି ୨୪୭ଟି ସରକାରୀ କାର୍ଯ୍ୟାଳୟ । ୫-ଟି କାର୍ଯ୍ୟକ୍ରମମର ସମୟାନୁବର୍ତ୍ତିତାକୁ ଦିଆଯିବ ଗୁରୁତ୍ୱ ।

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ପଶ୍ଚିମ ଓଡିଶା ବିକାଶ ପରିଷଦର ଅନୁଦାନ ଦୁଇ ଗୁଣା ବୃଦ୍ଧି, ଅଂତଳର ୧୦ ଜିଲ୍ଲା ଓ…

ଭୁବନେଶ୍ୱର- ସୁନ୍ଦରଗଡ ଗସ୍ତ ପୂର୍ବରୁ ପଶ୍ଚିମ ଓଡିଶା ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅନୁଦାନ ଦୁଇ ଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲା ଓ ଆଠମଲ୍ଲିକରେ ପଶ୍ଚିମ ଓଡିଶା…

କାଲି ସୁନ୍ଦରଗଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୬ ହଜାର ୮ ଶହ କୋଟିର ପ୍ୟାକେଜ ଘୋଷଣା ସମ୍ଭାବନା

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶା । ଗତମାସରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ଗସ୍ତ କରି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଲୋକାର୍ପଣ ଓ ଶିଳନ୍ୟାସ କଲା ପରେ ଏବେ ଫୋକସରେ ସୁନ୍ଦରଗଡ ଜିଲ୍ଲା । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଗସ୍ତ କରିବେ ।…

କୋଟପାଡ ସଡକ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- କୋରାପୁଟ କୋଟପାଡରେ ସଡକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୋ ଜଙ୍ଗଲ ମୋବାଇଲ୍ ଆପ୍ ଲୋକାର୍ପିତ

ଭୁବନେଶ୍ୱର : ଶୁକ୍ରବାର, ଜଙ୍ଗଲ ଓ ପରିବେଶ , ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୋ ଜଙ୍ଗଲ ମୋବାଇଲ୍ ଆପ୍ ଏବଂ Know your Forest Land ମୋବାଇଲ୍ ଆପର ଲୋକାର୍ପଣ କରିଛନ୍ତି । ଲୋକସେବା ଭବନରେ ଏହି ଉପଲକ୍ଷେ ଅନୁଷ୍ଠିତ ସଂକ୍ଷିପ୍ତ କାର୍ଯ୍ୟକ୍ରମରେ ଆରୁଖ ଯୋଗ ଦେଇ କହିଲେ ଯେ…