Browsing Tag

College and University Reopening

ଆସନ୍ତା ୧୧ ତାରିଖରୁ ଖୋଲିବ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ

ଭୁବନେଶ୍ୱର- ରାଜ୍ୟରେ ଆସନ୍ତା ୧୧ ତାରିଖରୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ଖୋଲିବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୧୫ ଯାଏଁ କଲେଜ ଓ ବିଶ୍ୱବିଦ୍ୟାଳୟରେ ପଠା ପଢା ଚାଲିବ । ମାର୍ଚ୍ଚ ୧୬ରୁ ୩୧ ଯାଏଁ କଲେଜ ଓ ବିଶ୍ୱବିଦ୍ୟାଳୟର ସେମିଷ୍ଟର…