Browsing Tag

COVID-19 Awareness Chariot Launched

କୋଭିଡ ସଚେତନତା ରଥର ଶୁଭାରମ୍ଭ

ଭୁବନେଶ୍ୱର- ସଂସ୍କୃୃତି ଭବନଠାରେ କୋଭିଡ ସଚେତନତା ରଥର ଶୁଭାରମ୍ଭ ହୋଇଛି । ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦ ଦାସ ଏହି ରଥର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଦୀର୍ଘ ୮ ମାସ ହେଲା ଓଡିଶାକୁ କୋରୋନା କବଳିତ କରି ରଖିଛି । ମାତ୍ର ମୁଖ୍ୟମନ୍ତ୍ରୀଙ୍କର…