Browsing Tag

COVID-19 Cases in Odisha

ରାଜ୍ୟରେ ଆଉ ୩ ହଜାର ୪୯୦ ନୂଆ କୋରୋନା ପଜିଟିଭ, ଦିନକରେ ୧୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଂଟାରେ ୩୦ଟି ଜିଲ୍ଲାରୁ ୩ ହଜାର ୪୯୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧ କେନ୍ଦ୍ରରୁ ୨ ହଜାର ୯୪ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୩୯୬ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଧାରୁ ସର୍ବାଧିକ ୫୩୫, କଟକରୁ ୩୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଂଜାମ…