Browsing Tag

COVID-19 Positive

ତିନି ହଜାର ତଳେ ସ୍ଥିର ଦୈନିକ କୋରୋନା ସଂକ୍ରମଣ, ଦିନକରେ ଆଉ ୨୫୪୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ତିନି ହଜାର ତଳେ ହିଁ ରହିଛି ଦୈନିକ କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ ହଜାର ୫୪୨ ନୂଆ ପଜିଟିଭ । ସଙ୍ଗରୋଧରୁ ୧ ହଜାର ୪୫୮ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୮୪ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୪୨୮, ଖୋର୍ଦ୍ଧା ଜିଲ୍ଲାରୁ…

କମୁଛି ସଂକ୍ରମଣ, ତିନି ହଜାର ତଳେ ସ୍ଥିର ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା, ୨୪୮୭ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨ ହଜାର ୪୮୭ ନୂଆ କୋରୋନା ପଜିଟିଭ । ସଙ୍ଗରୋଧରୁ ୧ ହଜାର ୪୨୮ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୪୨୨ ଓ ଖୋର୍ଦ୍ଧା ଜିଲ୍ଲାରୁ ୪୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୨୦୨, ବାଲେଶ୍ୱରରୁ…

ରାଜ୍ୟରେ କୋରୋନା ପଜିଟିଭଙ୍କ ସଂଖ୍ୟା ୯ ଲକ୍ଷ ଟପିଲା, ଦିନକରେ ୩୪୦୮ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୯ ଲକ୍ଷ ପାର୍ କରିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ ହଜାର ୪୦୮ କୋରୋନା ସଂକ୍ରମିତ । ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୯୪୩ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୬୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨…