Browsing Tag

COVID-19 Update

ଦେଶରେ ଖସୁଛି କରୋନା ସଂକ୍ରମଣ, ଆଉ ୨.୩୫ ଲକ୍ଷ ଆକ୍ରାନ୍ତ ଚିହ୍ନଟ, ୮୭୧ ମୃତ

ନୂଆଦିଲ୍ଲୀ: ଗତକାଲି ତୁଳନାରେ ଆଜି ଦେଶରେ କରୋନା ମାମଲା ପୁଣି ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୫ ହଜାର ୫୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୮୭୧ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ଦୈନିକ ସଂକ୍ରମଣ ହାର ବର୍ତ୍ତମାନ ୧୩.୩୯ ପ୍ରତିଶତକୁ ଖସି ଆସିଛି। ବଡ଼ କଥା…