Browsing Tag

COVID-19 Vaccination

କୋଭିଡ ଟିକାକରଣରେ ମାଇଲଖୁଂଟ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- କୋଭିଡ ଟିକାକରଣରେ ଆଉ ପାଦେ ଆଗେଇଛି ଓଡିଶା । ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ହାସଲ କରିଛି ଓଡିଶା । ରାଜ୍ୟରେ ଏକ କୋଟିରୁ ଅଧିକ ଲୋକଙ୍କ ଟିକାକରଣ ହୋଇଛି । ଏଥିରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖଭାଗ କୋରୋନା ଯୋଦ୍ଧା ମଧ୍ୟ ଅଛନ୍ତି । ଏଭଳି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ନୂଆ ଟିକାକରଣ ନୀତି ଲାଗୁ, ପ୍ରଥମ ଦିନରେ ରେକର୍ଡ ୪୭ ଲକ୍ଷ ଲୋକଙ୍କୁ ଦିଆଗଲା ଟିକା

ନୂଆଦିଲ୍ଲୀ: ଆଜି ଠାରୁ ସାରା ଦେଶରେ ନୂଆ ଟିକାକରଣ ନୀତି ଲାଗୁ ହୋଇଛି । ପ୍ରଥମ ଦିନରେ ହିଁ ରେକର୍ଡ ୪୭ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି । ନୂଆ ଟିକା ନୀତି ଅନୁଯାୟୀ କେନ୍ଦ୍ର ଏଣିକି କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଟିକାକରଣର ସବୁ ଦାୟିତ୍ୱ ନେବ । କେନ୍ଦ୍ର ସରକାର ଟିକା କିଣି…

କାଲିଠାରୁ ରାଜ୍ୟରେ ବ୍ୟାପକ ହେବ କୋଭିଡ ଟିକାକରଣ, ଦୈନିକ ୩ ଲକ୍ଷ ଟିକାକରଣ ପାଇଁ ଲକ୍ଷ୍ୟ

ଭୁବନେଶ୍ୱର- ରାଜ୍ୟରେ ଆସନ୍ତାକାଲିଠାରୁ ଟିକାକରଣ ତ୍ୱରାନ୍ୱିତ ହେବ । କେନ୍ଦ୍ର ସରକାରଙ୍କ ନୂଆ ନୀତି ଅନୁସାରେ ହେବେ ଟିକାକରଣ । ପ୍ରତିଦିନ ୩ ଲକ୍ଷ ଟିକାକରଣ ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । କାଲିଠାରୁ ରାଜ୍ୟର ସବୁ ବ୍ଲକ ଓ ମ୍ୟୁନିସିପାଲିଟିରେ କ୍ୟାମ୍ପେନ ମୋଡରେ ଟିକାକରଣ…

ଟିକାର ଡବଲ ଡୋଜ୍ ପରେ ସଂକ୍ରମଣ ଆଶଙ୍କା କମ୍ ହୁଏ : ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଟିକା ନେଲା ପରେ କୋରୋନା ହେବ ନାହିଁ ବୋଲି ଭାବିବା ଭୁଲ୍ । ଟିକା ନେବା ପରେ ମଧ୍ୟ ସଂକ୍ରମଣ ହୋଇପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଯେ,ବିଭିନ୍ନ ଟିକା ୭୦ ରୁ ୯୦ ପ୍ରତିଶତ ମଧ୍ୟରେ କାମ କରୁଛି । ଟିକା ନେବା ଦ୍ୱାରା ଶରୀରରେ ରୋଗ…

କୋଭିଡ ଟିକା କେତେ ଦୂର ଫଳପ୍ରଦ, ତାହାର ତର୍ଜମା ହେବ

ଭୁବନେଶ୍ୱର- କୋଭିଡ ଟିକା କେତେ ଫଳପ୍ରଦ ହେଉଛି, ତାହାର ତର୍ଜମା କରାଯିବ । ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଟିକା ନେବା ପରେ କେତେ ଲୋକ ସଂକ୍ରମିତ ହେଉଛନ୍ତି, କେତେ ଭଲ ହେଉଛନ୍ତି ଓ କେତେ ଗୁରୁତର ହେଉଛନ୍ତି , ସେ ନେଇ ସବୁ ସ୍ଥାନରେ ତର୍ଜମା ଆରମ୍ଭ…