Browsing Tag

COVID-19 Warriors

ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ: ବୁଧବାର ସନ୍ଧ୍ୟାରେ କରୋନା ଯୋଦ୍ଧାଙ୍କ ନିମନ୍ତେ ଗୋଟିଏ ମିନିଟ ନିରବ ପ୍ରାର୍ଥନା

ଭୁବନେଶ୍ୱର: ମାନବ ଜାତି ତାର ଇତିହାସର ସବୁଠାରୁ କଷ୍ଟକର ପରିସ୍ଥିତି ମଧ୍ୟ ଦେଇ ବର୍ତ୍ତମାନ ଗତି କରୁଛି। କୋଭିଡ ମହାମାରୀ ଆଜି ସାରା ମାନବ ଜାତି ପାଇଁ ଏକ ଅଭୁତପୂର୍ବ ଆହ୍ବାନ ସୃଷ୍ଟି କରିଛି ଏବଂ ପ୍ରତ୍ୟେକ ଦେଶ ଅତ୍ୟନ୍ତ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଛି । ଭାରତ ମଧ୍ୟ କୋଭିଡ…