Browsing Tag

COVID Cases in India

କରୋନା ଅପଡେଟ୍‌: ୨୨ ହଜାର ନୂଆ ରୋଗୀ, ୨୫୧ ମୃତ

ନୂଆଦିଲ୍ଲୀ – ଭାରତରେ କରୋନା ସ୍ଥିତି ସୁଧୁରୁଛି । ଦେଶରେ କ୍ରମାଗତ ଷଷ୍ଠ ଦିନ ପାଇଁ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୨୫ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨୨,୨୭୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ଗତକାଲି ତୁଳନାରେ ୩.୭% କମ୍ । ଦୈନିକ ମୃତ୍ୟୁ ସଂଖ୍ୟା ମଧ୍ୟ…