Browsing Tag

COVID Cases in Odisha

ରାଜ୍ୟରେ କୋରୋନା ସଂକ୍ରମଣର ତଳମୁହାଁ ଗତି ଜାରି, ୨୪ ଘଂଟାରେ ୧୩ ଶହରୁ ତଳକୁ ଖସିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର – ରାଜ୍ୟରେ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ୧୩ ଶହ ତଳକୁ ଖସିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରୁ ମାତ୍ର ୧ ହଜାର ୨୪୭ ନୂଆ ରୋଗୀ ଗତ ୨୪ ଘଂଟାରେ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ଜଣ…