Browsing Tag

Cyclone Yaas

ୟଶ ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

ଭୁବନେଶ୍ୱର- ବାତ୍ୟା ୟଶର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ, ଏସଆରସି ଓ ଅନ୍ୟ ଅଧିକାରାମୀନେ ଏହି ଆଲୋଚନା ବେଳେ ଉପସ୍ଥିତ ରହିବେ । ବାତ୍ୟା ୟଶ ଅତି ଭୀଷଣ…

ବାତ୍ୟାରେ ପରିଣତ ହେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟାର ରୂପ ନେବ, ୨୬ରେ ଲ୍ୟାଣ୍ଡଫଲ୍

‌ଭୁବନେଶ୍ୱର- ବାତ୍ୟାରେ ପରିଣତ ହୋଇଛି ବଙ୍ଗୋସସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହି ବାତ୍ୟାର ନାଁ ହେଉଛି ୟଶ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ରୂପାନ୍ତରିତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୨୬ ତାରିଖରେ ବାତ୍ୟା ୟଶ ପାରାଦୀପ ଓ ସାଗର…

ଫେସବୁକ୍ କୋଭିଡଆଲର୍ଟ ଟୁଲ୍ ପ୍ରୟୋଗ କରି ଲୋକଙ୍କୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ

ଭୁବନେଶ୍ୱର- ସୋସିଆଲ ମିଡିଆ ଫେସବୁକ୍ ଜରିଆରେ କୋଭିଡ-୧୯ ସଂପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସ।।ଧାରଣ ଜନତାଙ୍କୁ ଅବଗତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ଏଥିପାଇଁ ରାଜ୍ୟ ସରକାର ଫେସବୁକ୍‌ର ‘କୋଭିଡ ଆଲର୍ଟ’ଏନାଉନ୍ସମେଂଟ୍ ଟୁଲ୍‌ର ସହାୟତା ନେଉଛନ୍ତି ।…

ସମ୍ଭାବ୍ୟ ବାତ୍ୟା ୟଶ୍ ପ୍ରଭାବରେ ଓଡିଶାର ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ୱାର୍ଣ୍ଣିଂ…

ଭୁବନେଶ୍ୱର-ସମ୍ଭାବ୍ୟ ବାତ୍ୟା ୟଶର ମୁକାବିଲା ଲାଗି ବିଭିନ୍ନ ସରକାରୀ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖରେ ଓଡିଶାର ୮ଟି ଜିଲ୍ଲାରେ ପ୍ରବଳରୁ ଅତି…

ଘନୀଭୂତ ହେଉଛି ଲଘୁଚାପ, ଆଜି ନେବ ଅବପାତର ରୂପ

ଭୁବନେଶ୍ୱର- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେଉଛି । ଆଜି ଏହା ଅବପାତର ରୂପ ନେବ । ୨୪ ତାରିଖରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି । ୨୬ ତାରିଖରେ ବାତ୍ୟା ଉତ୍ତର ଓଡିଶା, ପଶ୍ଚିମବଙ୍ଗ…

ମିଶନ ଜିରୋ କାଜୁଏଲଟି, ଆମେ ସଜାଗ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସବୁ…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଇଏମଡି

ଭୁବନେଶ୍ୱର- ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ମେ ୨୪ ତାରିଖରେ ଲଘୁଚାପ ବାତ୍ୟା ‘ୟଶ’ର ରୂପ ନେଇପାରେ । ଏହା ଅତି ଭୀଷଣ ସାମୁଦ୍ରିକ ଝଡର ରୂପ ନେଇ ଓଡିଶା ଉପକୂଳ ଅତିକ୍ରମ…