Browsing Tag

Cyclone Yaas

ସମ୍ଭାବ୍ୟ ବାତ୍ୟା ୟସର ମୁକାବିଲା ପ୍ରସ୍ତୁତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟା ୟସ୍ ଦୃଷ୍ଟିରୁ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟାସ୍ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ସଚିବ, ଏସଆରସି ଓ ଅନ୍ୟ…

ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ କାଲି ଲଘୁଚାପରେ ପରିଣତ ହେବା ସମ୍ଭାବନା, ୨୪ ସୁଦ୍ଧା ବାତ୍ୟାର ରୂପ ନେବ

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପରେ ପରିଣତ ହେବ । ୨୪ ତାରିଖ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏଥିସହିତ ୨୪ ତାରିଖ ସଂଧ୍ୟାରୁ…

ବାତ୍ୟା ୟାସ୍‌ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରାକ୍ ପ୍ରସ୍ତୁତି , ବିଭିନ୍ନ ବିଭାଗର ସଚିବଙ୍କ ସହ ଏସଆରସିଙ୍କ…

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଆଇଏମଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଜିରୋ କାଜୁଆଲିଟିକୁ…