Browsing Tag

Debasnana Purnima

ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦିବ୍ୟ ଦୁର୍ଲଭ ଗଜାନନ ବେଶ

ପୁରୀ – ଶ୍ରୀକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ନୀତି ସଂପାଦିତ ହୋଇଛି । ସ୍ନାନନୀତି ପରେ ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଗଜାନନ ବେଶ କରାଯାଇଛି । ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ଦିବ୍ୟ ଦୁର୍ଲଭ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି । ବିନା ଭକ୍ତରେ ଏଥର…

ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା, ଶ୍ରୀଜିଉମାନଙ୍କ ଜଳବିଜେ, ପୂଜା ଓ ସ୍ନାନ ନୀତି ସଂପନ୍ନ, ଗଜାନନ ବେଶରେ ଦର୍ଶନ…

ପୁରୀ- ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଶ୍ରୀକ୍ଷେତ୍ରରେ ଶ୍ରୀଜିଉମାନଙ୍କ ସ୍ନାନଯାତ୍ରା । ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ ଶ୍ରୀସୁଦର୍ଶନଙ୍କୁ ସୁବାସିତ ଜଳରେ ସ୍ନାନ କରାଯାଇଛି । ବଳଭଦ୍ରଙ୍କୁ ୩୩ ଗରା, ଦେବୀ ସୁଭଦ୍ରାଙ୍କୁ ୨୨ ଗରା, ଜଗନ୍ନାଥଙ୍କୁ ୩୫ ଗରା ଓ…

CM Greets People on Snana Purnima

Bhubaneswar: Odisha Chief Minister Naveen Patnaik today greeted the people of the State on the auspicious occasion of Snana Purnima. ପବିତ୍ର ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ…

ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ ସଂକଟ ଶୀଘ୍ର ଦୂର ହେବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ଜୀବନ…

ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତିର ସମୀକ୍ଷା କଲେ ପୁରୀ ଜିଲ୍ଲାପାଳ, ଆଜି ରାତିରୁ ସହରରେ ୧୪୪ ଧାରା

ପୁରୀ - ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଲାଗି ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ସ୍ନାନପୂର୍ଣ୍ଣିମା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ସକାଳ ସାଢେ ୭ଟାରୁ ଜଳଲାଗି ହେବ । ସ୍ନାନପୂର୍ଣ୍ଣିମାରେ…