Browsing Tag

DGP Abhay

ନକ୍ସଲଙ୍କ ସଂଖ୍ୟା ଶୂନକୁ ଆଣିବୁ : ପୋଲିସ ଡିଜି

କୋରାପୁଟ – କୋରାପୁଟରେ ମାଓ ବିରୋଧୀ ଅପରସେନର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ସେ କହିଛନ୍ତି ଯେ, ମାଓ ମୁକାବିଲା ଓ ନିଶା କାରବାର ରୋକିବାରେ ପୋଲିସକୁ ସଫଳତା ମିଳିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ମାଲକାନଗିରି…

କୋରାପୁଟ ଗସ୍ତରେ ପୋଲିସ ଡିଜି ଅଭୟ, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ

କୋରାପୁଟ- କୋରାପୁଟ ଗସ୍ତରେ ଯାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ । ବରିଷ୍ଠ ଅଧିକାରୀଙ୍କ ସହ ନକ୍ସଲ ବିରୋଧୀ କାର୍ଯ୍ୟାନୁଷ୍ଠାନର ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି ଡିଜିପି । ବୈଠକରେ ଆଇନ ଶୃଙ୍ଖଳା ଏଡିଜି ଓ ଗୁଇନ୍ଦା ନିର୍ଦ୍ଦେଶକ ମଧ୍ୟ ଯୋଗ ଦେଇଛନ୍ତି । ବୈଠକରେ ଦକ୍ଷିଣ-ପଶ୍ଚିମାଚଂଳ…

କୋଭିଡ ଟିକା ନେଲେ ପୋଲିସ ଡିଜି ଓ ପୋଲିସ କମିଶନର

ଭୁବନେଶ୍ୱର – ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିବା ବେଳେ ପୋଲିସ ଡିଜି ଅଭୟ କୋରୋନା ଟିକା ନେଇଛନ୍ତି । କଟକ ଇଣ୍ଡୋର ଷ୍ଟାଡିୟମରେ ଟିକା ନେଇଛନ୍ତି ପୋଲିସ ଡିଜି । ଟିକା ସୁରକ୍ଷିତ ବୋଲି ପୋଲିସ ଡିଜି କହିଛନ୍ତି । ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ମଧ୍ୟ ଟିକା ନେଇଛନ୍ତି ।…

ବ୍ରହ୍ମପୁରରେ ପୋଲିସ ଡିଜି ଅଭୟ, ଉଚ୍ଚସ୍ତରୀୟ ବୈଠକରେ ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା

ବ୍ରହ୍ମପୁର – ଆଜି ବ୍ରହ୍ମପୁର ଗସ୍ତ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ । ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ନେଉ ଡିଜିପି ଅଭୟ ସ୍ଥାନୀୟ ଡିଆଇଜି କାର୍ଯ୍ୟାଳୟରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ଦକ୍ଷିଣାଚଂଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର…

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ୱର- ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଡିଜିପି ଅଭୟ । ନୂଆବର୍ଷ ସମସ୍ତଙ୍କ ପାଇଁ ଶୁଭଙ୍କର ଓ ମଙ୍ଗଳମୟ ହେଉ ବୋଲି ଡିଜିପି ଅଭୟ ତାଙ୍କ ବାର୍ତାରେ କହିଛନ୍ତି । pic.twitter.com/a3vGdgNqpQ — DGP, Odisha (@DGPOdisha) January 1, 2021

କନଷ୍ଟେବଳ-ହାବିଲଦାର ପଦବୀରୁ ଏ.ଏସ.ଆଇ ପ୍ରଶିକ୍ଷଣ ପାଇଁ ମନୋନୟନକୁ ଡିଜିପିଙ୍କ ଅନୁମୋଦନ

ଭୁବନେଶ୍ୱର-କନଷ୍ଟେବଳ, ଲାନ୍ସ ନାଏକ, ହାବିଲଦାର ଓ ସିଆଇ ହାବିଲଦାର ପଦବୀରୁ ଏ.ଏସ.ଆଇ ପ୍ରଶିକ୍ଷଣ ପାଇଁ ମନୋନୟନକୁ ପୋଲିସ ମହାନିର୍ଦ୍ଦେଶକ ଅଭୟ ଅନୁମୋଦନ କରିଛନ୍ତି । ମନୋନୀତ ପ୍ରାର୍ଥୀଙ୍କ ମଧ୍ୟରେ ୮୪୯ ଜଣ ସାଧାରଣ ବର୍ଗର ହୋଇଥିବା ବେଳେ ଅନୁସୂଚିତ ଜାତିର ୨୪୩ ପ୍ରାର୍ଥୀ ଅଛନ୍ତି । ଓଡିଶା…

ପରୀ ହତ୍ୟା ମାମଲାରେ ଡିଜିପିଙ୍କ ପ୍ରତିକ୍ରିୟା, କହିଲେ ତଦନ୍ତ ନେଇ ଏସଆଇଟି ବିରୋଧରେ ମିଥ୍ୟା ଅଭିଯୋଗ କରାଯାଉଛି

ନୟାଗଡ- ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଏସଆଇଟିର ତଦନ୍ତ ଉପରେ ଉଠୁଥିବା ପ୍ରଶ୍ନ ଉପରେ ଜବାବ ରଖିଛନ୍ତି ଡିିଜିପି ଅଭୟ । ସେ କହିଛନ୍ତି ଯେ,ଏସଆଇଟି ବିରୋଧରେ ମିଥ୍ୟା ଅଭିଯୋଗ ଲଗାଯାଉଛି । ଏସଆଇଟି ଟିମ୍ ପ୍ରମାଣ ସଂଗ୍ରହ ପାଇଁ ଉଦ୍ୟମ କରୁଛି । ଅନେକ ଲୋକଙ୍କୁ ପଚରାଉଚରା କରାଯାଉଛି ବୋଲି…