Browsing Tag

Fani Cyclone

ଫନି ବାତ୍ୟାରେ କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ ସ୍ୱତନ୍ତ୍ର ଘର ଯୋଗାଇ ଦେବାକୁ ପିଏମଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ୨୦୧୯ରେ ବାତ୍ୟା ଫନିରେ ପ୍ରଭାବିତ ହୋଇଥିବା ଜିଲ୍ଲାଗୁଡିକରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ୱତନ୍ତ୍ର ଘର ଯୋଗାଇଦେବା ପାଇଁ ବିଚାର କରିବାକୁ ମୋଦିଙ୍କୁ…