ପୁରୀ: ଶ୍ରୀମନ୍ଦିରରେ ଖଳିଲାଗି – ଅଣସର ଏକାଦଶୀ
ଆଷାଢ଼ କୃଷ୍ଣ ଏକାଦଶୀ। ଶାସ୍ତ୍ରରେ ଏହି ଏକାଦଶୀକୁ ଯୋଗିନୀ ଏକାଦଶୀ କୁହାଯାଇଛି। ଶ୍ରୀମନ୍ଦିର ବିଧି ବ୍ୟବସ୍ଥା ଅନୁସାରେ ଏହି ଏକାଦଶୀକୁ ସ୍ଥାନୀୟ ଭାଷାରେ ଅଣସର ଏକାଦଶୀ ବା ଖଳି ଲାଗି ଏକାଦଶୀ କୁହାଯାଏ। ଏହିଦିନ ଶ୍ରୀଜୀଉ ମାନଙ୍କ ଶ୍ରୀଅଙ୍ଗରେ ସୁବାସିତ ଦ୍ରବ୍ୟ ଲେପନ କରାଯାଏ। ଚନ୍ଦନ,…