ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ ସଙ୍କଟାପନ୍ନ
ଗୁଆହାଟି - ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଦେଖାଦେଇଛି । ତାଙ୍କ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସବୁ ଅଚଳ ହୋଇପଡିଛି । ନିଶ୍ୱାସ ପ୍ରଶାସ ନେବାରେ କଷ୍ଟ ଅନୁଭବ କରିବା ଯୋଗୁଁ ଗୋଗୋଇ ଅଚେତ ଅବସ୍ଥାରେ ଅଛନ୍ତି ବୋଲି ଆସାମ ସ୍ୱାସ୍ଥ୍ୟମନ୍ତ୍ରୀ…