Browsing Tag

Former Kotpad MLA Chandra Sekhar Majhi

ବିଜେଡିରେ ଯୋଗଦେଲେ କୋଟପାଡର ପୂର୍ବତନ କଂଗ୍ରେସ ବିଧାୟକ

ଭୁବନେଶ୍ୱର- କୋରାପୁଟ କୋଡପାଡର ପୂୂର୍ବତନ ବିଧାୟକ ଚନ୍ଦ୍ର ଶେଖର ମାଝୀ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଛନ୍ତି । ନିଜ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି ଚନ୍ଦ୍ରଶେଖର । ୨୦୧୪ ବିଧାନସଭା ନିର୍ବାଚନରେ କଂଗ୍ରେସ ଟିକେଟରେ କୋରାପୁଟ କୋଟପାଡରୁ ନିର୍ବାଚିତ ହୋଇଥିଲେ ଚନ୍ଦ୍ରଶେଖର ।…