Browsing Tag

Ganjam Administration

ଆଜିଠାରୁ ବ୍ରହ୍ମପୁର ସହରରେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଂଚ ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର - ଆଜିଠାରୁ ବ୍ରହ୍ମପୁର ମହାନଗର ଅଂଚଳରେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଂଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଂ ୧୧୨ଟି ଟିମ ଗଠନ ହୋଇଛି । ଏଏନଏମ, ଅଙ୍ଗନବାଡି କର୍ମୀ ଓ ଆଶା ଦିଦିଙ୍କୁ ନେଇ ଗଠିତ ହୋଇଛି ୧୧୨ଟି ଟିମ୍ । ଥର୍ମାଲ ସ୍କ୍ରିନିଂ, ଅକ୍ସିଜେନ ଯାଂଚ ସହ କୋରୋନା…

ଶୀତଳାପଲ୍ଲୀ ଟାଟା କୋଭିଡ ହସପିଟାଲ ପୁଣି କାର୍ଯ୍ୟକ୍ଷମ କରିବାକୁ ଗଞ୍ଜାମ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି

ବ୍ରହ୍ମପୁର – କୋଭିଡ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ବ୍ରହ୍ମପୁର ଉପକଣ୍ଠ ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ ହସପିଟାଲ ପୁଣି ଥରେ କାର୍ଯ୍ୟକ୍ଷମ ହେବ । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏ ନେଇ ହାଇଟେକ୍ ମେଡିକାଲ କଲେଜକୁ ଜିଲ୍ଲା ପ୍ରଶାସନ ଚିଠି ଲେଖିଛି । ଟାଟା କୋଭିଡ…

ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ିବା ମନା

ବ୍ରହ୍ମପୁର- ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ି ବା ମନା ହୋଇଛି । କୋଭିଡ ମୁକାବିଲା ପାଇଁ ଏହି ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ । ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର । କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଜିଲ୍ଲା ଜରୁରୀକାଳୀନ ବିଭାଗ…

ଗଂଜାମ ଜିଲ୍ଲାରେ କୋଭିଡ ମୁକାବିଲା କୌଶଳ ଉପରେ ସରଂପଚମାନଙ୍କ ସହ ଜିଲ୍ଲା ପ୍ରଶାସନର ଆଲୋଚନା

ବ୍ରହ୍ମପୁର- ଗଞ୍ଜାମ ଜିଲ୍ଲାରେ କୋରୋନା ସଂକ୍ରମଣ ବୃଦ୍ଧି ଚିନ୍ତା ବଢାଇଥିବା ବେଳେ ପ୍ରଶାସନ ଏହାର ମୁକାବିଲା ପାଇଁ ତତ୍ପରତା ପ୍ରକାଶ କରିଛି । ଗାଁ ଗହଳିରେ ସଂକ୍ରମଣ ରୋକିବା ପାଇଁ ଉଦ୍ୟମ ଆରମ୍ଭ କରିଛି ପ୍ରଶାସନ । କୋଭିଡ ସ୍ଥିତି ଏହାର ମୁକାବିଲା କୌଶଳ ସଂପର୍କରେ ଆଜି ଜିଲ୍ଲା…

କୋରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଗଞ୍ଜାମ ଜିଲ୍ଲାରେ ନୂଆ କଟକଣା, ଏପ୍ରିଲ ୨୧ ତାରିଖ ଯାଏଁ ଧର୍ମପୀଠ, ପାର୍କ,…

ଭୁବନେଶ୍ୱର- କୋରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଗଞ୍ଜାମ ଜିଲ୍ଲାରେ ନୂଆ କଟକଣା ଜାରି କରାଯାଇଛି । କାଲିଠାରୁ ଏପ୍ରିଲ ୨୧ ତାରିଖ ଯାଏଁ ଜିଲ୍ଲାର ସବୁ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିବ । ବନ୍ଦ ସମୟରେ ଧର୍ମପୀଠ ସବୁ ବିଶୋଧନ କରାଯିବ । କେବଳ ପୂଜକ ନୀତି ସଂପାଦନ କରିବେ । ଜିଲ୍ଲାର ସବୁ…