Browsing Tag

Ganjam

ଆନ୍ଧ୍ର ସୀମା ଉପାନ୍ତ ଗାଁରେ ଟିକାକରଣ

ପାତ୍ରପୁର: ଯଦିଓ ଏସବୁ ଗ୍ରାମ ଓଡ଼ିଶା ସୀମା ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‌ରେ ରହିଛି, ହେଲେ ଭୌଗୋଳିକ ଅବସ୍ଥିତି ଏତେ ଦୁର୍ଗମ ଯେ ଏହି ଉପାନ୍ତ ଗାଁମାନଙ୍କରେ ପହଞ୍ଚିବା ଏତେ ସହଜ ନୁହେଁ। ବ୍ଲକ୍ ସଦର ମହକୁମା ଠାରୁ ପ୍ରାୟ ୪୦ରୁ ୫୦ କିମି ଦୂରରେ ଅବସ୍ଥିତ ଏସବୁ ଗ୍ରାମ। ପଡ଼ୋଶୀ…

ଆଜି ଗଞ୍ଜାମ ଆସୁଛନ୍ତି ମୁଖ୍ୟମନ୍ତ୍ରୀ: ଭେଟିଦେବେ ୨୨୮୧ କୋଟି ଟଙ୍କାର ୧୨୯୯ ପ୍ରକଳ୍ପ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାବାସୀ, ନିଜ ନିର୍ବାଚନମଣ୍ଡଳୀର ଜନସାଧାରଣ, ଦଳୀୟ ନେତା ଓ କର୍ମୀଙ୍କ ସମେତ ସାଧାରଣ ଲୋକଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ ଯେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତ ଆରମ୍ଭ କରିବେ। ୨୦୧୯ ସାଧାରଣ ନିର୍ବାଚନ ପରେ କରୋନା ମହାମାରୀଜନିତ ବିକଟ…

କାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ବ୍ୟସ୍ତବହୁଳ କାର୍ଯ୍ୟକ୍ରମ, ବ୍ୟାପକ ସୁରକ୍ଷା

ବ୍ରହ୍ମପୁର- ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଂଟନ କରିବା ସହ ଜିଲ୍ଲାବାସୀଙ୍କୁ ବିଭିନ୍ନ…

ଭବ୍ୟ ରୂପାନ୍ତରଣ: ଝଲସି ଉଠୁଛି ତାରାତାରିଣୀ ପୀଠ, ରବିବାର ମୁଖ୍ୟମନ୍ତ୍ରୀ କରିବେ ପରିଦର୍ଶନ

ବ୍ରହ୍ମପୁର: କେବଳ ଗଞ୍ଜାମ ଜିଲ୍ଲା ନୁହେଁ ସମଗ୍ର ରାଜ୍ୟର ଏକ ଅଦ୍ବିତୀୟ ଶକ୍ତି ପୀଠ ମାଁ ତାରାତାରିଣୀ। କୁହାଯାଏ ମହାଦେବଙ୍କ ମୋହାଚ୍ଛନ୍ନ ଅବସ୍ଥାକୁ ଭଗ୍ନ କରିବା ପାଇଁ ଦେବୀ ସତୀଙ୍କ ମର ଶରୀରକୁ ଯେତେବେଳେ ପ୍ରଭୁ ବିଷ୍ଣୁ ସୁଦର୍ଶନ ଚକ୍ରରେ ଖଣ୍ଡିତ କରିଥିଲେ ସେତେବେଳେ ଦେବୀଙ୍କ ବକ୍ଷୋଜ…