Browsing Tag

Governor Ganeshi Lal

ରଥଯାତ୍ରା ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଶୁଭେଚ୍ଛା

ଭୁବନେଶ୍ୱର - ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ନିଜ ବାର୍ତ୍ତାରେ ରାଜ୍ୟପାଳ କହିଛନ୍ତି ଯେ, ଶ୍ରୀଜଗନ୍ନାଥ ଚେତନା ଓ ଦର୍ଶନରେ ମାନବିକତାର ଉତ୍ତରଣ ଓ ଅଧ୍ୟାତ୍ମ ଅନ୍ୱେଷଣର ମାର୍ଗ ରହିଛି । ସମାଜରେ ଏହା ଶାନ୍ତି, ମୈତ୍ରୀ, ପ୍ରେମ ଓ…

ସାଧାରଣତନ୍ତ୍ର ଦିବସ : ରାଜ୍ୟସ୍ତରୀୟ ଉତ୍ସବରେ ରାଜ୍ୟପାଳ କରିବେ ପତାକା ଉତ୍ତୋଳନ, ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି

ଭୁବନେଶ୍ୱର- ଆସନ୍ତା ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ, ତାହାର ତାଲିକା ପ୍ରକାଶ ପାଇଛି । ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜାତୀୟ ପତାକ ଉତ୍ତୋଳନ କରିବେ । ସେ ସମବେତ ପରେଡରେ ଅଭିବାଦନ ଗ୍ରହଣ କରିବେ…