Browsing Tag

Gundicha Temple

ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ସନ୍ଧ୍ୟା ଦର୍ଶନ ଆଜି

ଆଷାଢ଼ ମାସ ଶୁକ୍ଳପକ୍ଷ ନବମୀ ତିଥୀର ସନ୍ଧ୍ୟାରେ ଆଡ଼ପ ମଣ୍ଡପ ଅର୍ଥାତ ଶ୍ରୀଗୁଣ୍ଡିଚା ମନ୍ଦିରରେ ଯେଉଁ ଦର୍ଶନ ହୁଏ, ତାକୁ ସନ୍ଧ୍ୟା ଦର୍ଶନ କୁହାଯାଏ। ଆଷାଢ଼ ଶୁକ୍ଳପକ୍ଷ ସପ୍ତମୀ ଓ ଅଷ୍ଟମୀ ତିଥିରେ ତିନିରଥର ଦକ୍ଷିଣୀ ମୋଡ଼ ପରେ ନବମୀ ତିଥିର ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିରରେ ଶେଷ ଗୁପ୍ତରାସ…

ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ତିନିରଥ 

ଆଜି ଶ୍ରୀଜୀଉ ଙ୍କ ତିନି ରଥ ଦକ୍ଷିଣୀ ମୋଡ଼ ହୋଇ ନାକଚଣା ଦ୍ୱାର ସମ୍ମୁଖରେ ଲାଗିଛି। ପରମ୍ପରା ଅନୁଯାୟୀ ଆଷାଢ଼ ଶୁକ୍ଳ ସପ୍ତମୀରେ ରଥ ତ୍ରୟ ର ଦକ୍ଷିଣୀ ମୋଡ଼ କରାଯାଇଛି। ମହାପ୍ରଭୁଙ୍କ ସକାଳ ଧୂପ ପରେ ରଥକୁ ଆଜ୍ଞାମାଳ ବିଜେ ହେବା ପରେ ସର୍ବପ୍ରଥମେ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣୀ ମୋଡ଼…

ଶ୍ରୀକ୍ଷେତ୍ରରେ ଶ୍ରୀଗୁଣ୍ଡିଚା ମାର୍ଜନ ପରମ୍ପରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ଵାଦଶ ଯାତ୍ରା ମଧ୍ୟରୁ ଶ୍ରେଷ୍ଠ ଯାତ୍ରା ହେଉଛି ରଥଯାତ୍ରା। କେଉଁ ଆବହମାନ କାଳରୁ ଏହି ପତିତପାବନ ଯାତ୍ରା ଅନୁଷ୍ଠିତ ହୋଇ ଆସୁଅଛି। ଏହି ପବିତ୍ର ଯାତ୍ରାକୁ ଦର୍ଶନ କରିବା ପାଇଁ ଭାରତର କୋଣ ଅନୁକୋଣରୁ ଛୁଟି ଆସିଛନ୍ତି ଅନେକ ସାଧୁସନ୍ଥ, ଭକ୍ତ ଓ ଅବତାରି…