Browsing Tag

Heavy Rainfall in Odisha

ଘୁର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ଜାରି

ଭୁବନେଶ୍ୱର- ଘୁର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ୧୮ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ପୁରୀ, କେନ୍ଦ୍ରାପଡା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । ୧୪ଟି ଜିଲ୍ଲାରେ…

ନର୍ଥ ଆନ୍ଧ୍ର ପ୍ରଦେଶ ଛୁଇଁଲା ଗଭୀର ଅବପାତ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଦୃୃଷ୍ଟିରୁ ୪ଟି ବ୍ଲକର ୫ ଶହ ଲୋକ…

ଭୁବନେଶ୍ୱର- ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଗଭୀର ଅବପାତର ରୂପ ନେଇଥିବା ଲଘୁଚାପ ଉତର ଆନ୍ଧ୍ର ପ୍ରଦେଶର କାକିନାଡା ନିକଟ ଉପକୂଳ ଛୁଇଁଛି । ସକାଳ ୬ଟା ୩୦ ମିନିଟରୁ ୭ଟା ୩୦ ମିନିଟ ମଧ୍ୟରେ ଉତର ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ଗଭୀର ଅବପାତର ପ୍ରଭାବରେ…

କାଲି ସକାଳ ସୁଦ୍ଧା ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର- ଆସନ୍ତାକାଲି ସକାଳ ସୁଦ୍ଧା ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଂଗପୁର, ବରଗଡ, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।…