୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ: ୨୨ ଯାଏଁ ପ୍ରବଳ ବର୍ଷା, ଆଜି ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର - ଘନୀଭୁତ ହେଉଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠୁ ବର୍ଷାର ପରିମାଣ ଓ…