Browsing Tag

ICC

ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ଆରମ୍ଭରେ ବିଳମ୍ବ, ବର୍ଷା ଧୋଇନେଲା ପ୍ରଥମ ସେସନ୍

ସାଉଥମ୍ପଟନ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲରେ ଆରମ୍ଭରୁ ବର୍ଷା ବାଧକ ସାଜିଛି । ପ୍ରଥମ ଦିନର ପ୍ରଥମ ସେସନ୍ ଧୋଇ ହୋଇଯାଇଛି । ଆଜି ସକାଳୁ ସାଉଥମ୍ପଟନରେ ଲଗାଣ ବର୍ଷା ଜାରି ରହିଛି । ଏପରିକି ଟସ୍ ବି ସମ୍ଭବ ହୋଇନାହିଁ । ଫଳରେ ପ୍ରଥମ ସେସନର ଖେଳ…

ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ

ସାଉଥମ୍ପଟନ: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ (ଡବ୍ଲୁଟିସି) ଫାଇନାଲ୍ ଶୁକ୍ରବାର ଠାରୁ ଆରମ୍ଭ ହେଉଛି । କ୍ରିକେଟର ଏହି କ୍ଲାସିକାଲ ଫର୍ମାଟରେ ଶ୍ରେଷ୍ଠତ୍ୱ ପାଇଁ ସାଉଥମ୍ପଟନର ଏଜିସ୍ ବାଉଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତର ମୁକାବିଲା କେନ୍ ୱିଲିୟମସନଙ୍କ…

ଆଇସିସି ଟେଷ୍ଟ ର‌୍ୟାଙ୍କିଙ୍ଗ୍‌: କୋହଲି ଚତୁର୍ଥ ସ୍ଥାନକୁ ଉନ୍ନୀତ, ଶୀର୍ଷକୁ ଫେରିଲେ ସ୍ମିଥ୍‌

ଦୁବାଇ: ଆଇସିସି ପକ୍ଷରୁ ବୁଧବାର ଜାରି ସଦ୍ୟତମ ଟେଷ୍ଟ ବ୍ୟାଟ୍‌ସମ୍ୟାନ୍ ତାଲିକାରେ ଭାରତୀୟ ଅଧିନାୟକ ବିରାଟ କୋହଲି ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି । କୋହଲି ପଞ୍ଚମରୁ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛନ୍ତି । ଅନ୍ୟପକ୍ଷେ ଅଷ୍ଟ୍ରେଲୀୟ ବ୍ୟାଟ୍‌ସମ୍ୟାନ୍ ଷ୍ଟିଭ୍ ସ୍ମିଥ୍ ଶୀର୍ଷ ସ୍ଥାନକୁ…

ଆଇସିସି ଦିନିକିଆ ମାନ୍ୟତା: କୋହଲି, ରୋହିତଙ୍କ ପ୍ରାଧାନ୍ୟ ଅବ୍ୟାହତ

ଦୁବାଇ - ଆଇସିସି ଦ୍ୱାରା ଜାରି ସଦ୍ୟତମ ଦିନିକିଆ ବ୍ୟାଟିଂ ତାଲିକର ପ୍ରଥମ ଦୁଇଟି ସ୍ଥାନରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ସିନିୟର ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କ ପ୍ରାଧାନ୍ୟ ଜାରି ରହିଛି । ଭାରତର ଏହି ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ବଜାୟ…

ଦଶନ୍ଧିର ଶ୍ରେଷ୍ଠ ଦିନିକିଆ, ଟି-୨୦ ଓ ଟେଷ୍ଟ ଦଳ ଘୋଷଣା କଲା ଆଇସିସି, ଧୋନି ଓ କୋହଲିଙ୍କ ପ୍ରାଧାନ୍ୟ

ଦୁବାଇ - ଗତ ୧୦ ବର୍ଷର ଶ୍ରେଷ୍ଠ ପ୍ରଦର୍ଶନକୁ ଆଧାର କରି ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଦଶନ୍ଧି ପୁରସ୍କାର ଘୋଷଣା କରିଛି । ଏହି ଦଶନ୍ଧିର ଶ୍ରେଷ୍ଠ ପ୍ରଦର୍ଶନ ଆଧାରରେ ଆଇସିସି ଏହାର ଶ୍ରେଷ୍ଠ ଦିନିକିଆ, ଟେଷ୍ଟ ଏବଂ ଟି-୨୦ ଦଳ ଚୟନ କରିଛି। ଏହି ସବୁ ‌ ଦଳରେ ବିରାଟ କୋହଲି ଏବଂ…