Browsing Tag

International Literacy Day

ଆନ୍ତର୍ଜାତିକ ସାକ୍ଷରତା ଦିବସ ଅବସରରେ ନବୀନଙ୍କ ବାର୍ତା

ଭୁବନେଶ୍ୱର – ଆନ୍ତର୍ଜାତିକ ସାକ୍ଷରତା ଦିବସ ଅବସରରେ ବାର୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ବାର୍ତାରେ ନବୀନ କହିଛନ୍ତି ଯେ, କୋଭିଡ-୧୯ ମହାମାରୀ ସାରାବିଶ୍ୱରେ ଶିକ୍ଷା ଓ ଶିକ୍ଷାଦାନ ଶୈଳୀ ପାଇଁ ବଡ ଆହ୍ୱାନ ସୃଷ୍ଟି କରିଛି । ଆନ୍ତର୍ଜାତିକ ସାକ୍ଷରତା ଦିବସ ଅବସରରେ…