ପୁରୀ ଜିଲ୍ଲା ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା
ଜିଲ୍ଲାର ୧,୬୫,୧୩୧ ଚାଷୀ ପାଇବେ 33କୋଟି ଟଙ୍କାର ସହାୟତା ।
ଭୁବନେଶ୍ବର: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର…