କୋଟିଆ ମାମଲା : ଆନ୍ଧ୍ର ବିରୋଧରେ ଓଡିଶାର ଅଦାଲତ ଅବମାନନା ପିଟିସନର ଶୁଣାଣି କରିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ - କୋରାପୁଟ ଜିଲ୍ଲାର ସୀମାନ୍ତ କୋଟିଆରେ ଅନୁପ୍ରବେଶ ନେଇ ଆନ୍ଧ୍ର ସରକାରଙ୍କ ବିରୋଧରେ ଓଡିଶା ସରକାରଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଅଦାଲତ ଅବମାନନା ପିଟିସନର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହେବ । ଗତକାଲି ପିଟିସନକୁ ଶୁଣାଣି ପାଇଁ ଗ୍ରହଣ କରିଥିଲେ ସୁପ୍ରିମକୋର୍ଟ । ଜଷ୍ଟିସ…