Browsing Tag

Lingaraj Temple Development

ଶ୍ରୀମନ୍ଦିର ପରି ଲିଙ୍ଗରାଜ ମନ୍ଦିର ପାଇଁ ବି କରାଯିବ ସ୍ୱତନ୍ତ୍ର ଆଇନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଲିଙ୍ଗରାଜ ମନ୍ଦିର ନିକଟରେ ଏକାମ୍ର ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମି ହସ୍ତାନ୍ତର କରିଥିବା ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏକାମ୍ର ଯୋଜନାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ଭୋରରେ ଲିଙ୍ଗରାଜ ମନ୍ଦିର ଯାଇ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ଭୁବନେଶ୍ୱର- ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ଭୋରରେ ଲିଙ୍ଗରାଜ ମନ୍ଦିର ଯାଇ ବିଭିନ୍ନ ଭିତିଭୂମି ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୂର୍ତ ସଚିବ ଡ.କ୍ରିଷନ କୁମାର ଓ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସହ ୫-ଟି ସଚିବ ସକାଳ ୫ଟାରେ ଲିଙ୍ଗରାଜ ମନ୍ଦିର ନିକଟରେ ପଂହଚିଥିଲେ ।…