ରାଜ୍ୟରେ ଲକଡାଉନ ଅବଧି ଜୁନ ପହିଲା ଯାଏଁ ବୃଦ୍ଧି, କୋହଳ ସମୟସୀମା ଦୁଇ ଘଂଟା ହ୍ରାସ
ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ରୋକିବା ପାଇଁ ଲକଡାଉନ ଅବଧିକୁ ଜୁନ ୧ ଯାଏଁ ବୃଦ୍ଧି କରାଯାଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟରେ ଲକଡାଉନ ବୃଦ୍ଧି ନେଇ ଘୋଷଣା କରିଛନ୍ତି ।
ତେବେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ କଟକଣା କୋହଳ ସମୟକୁ ୨ ଘଂଟା କମାଇ…