Browsing Tag

Makar Sankranti

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି

ଆଜି ପବିତ୍ର ମକର ସଂକ୍ରାନ୍ତି। ସମଗ୍ର ଭାରତବର୍ଷ ଏହି ପର୍ବ ପାଇଁ ଉତ୍ସବମୁଖର। ଭଗବାନ ସୂର୍ଯ୍ୟ ନାରାୟଣଙ୍କ ଉତ୍ତରାୟଣ ଗତି ଆଧାରରେ ପାଳିତ ହୁଏ ଏହି ଉତ୍ସବ। ଆଉ ଏଠି ଆମ ଓଡିଶାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖରେ ମଧ୍ୟ ଉତ୍ତରାୟଣ ବନ୍ଦାପନା ଓ ମକରଚଉରାଶି ବେଶ ଓ ଭୋଗ ସମର୍ପଣ କରି…

ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆଜି ସାରା ରାଜ୍ୟରେ ହର୍ଷ ଓ ଉଲ୍ଲାସର ସହ ପାଳନ ହେଇଛି ପବିତ୍ର ମକର ସଂକ୍ରାନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତି ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । କୋଭିଡ ନିୟମକୁ ଦୃଷ୍ଟିରେ ରଖି ମକର ଉତ୍ସବ ପାଳନ କରିବା ଲାଗି…