Browsing Tag

Make in Odisha Conclave

ମେକ୍ ଇନ୍ ଓଡିଶା ପାଇଁ ପ୍ରସ୍ତୁତି: ଦିଲ୍ଲୀରେ ଇନଭେଷ୍ଟମେଣ୍ଟ ଆଣ୍ଡ ଆମ୍ବାସାଡର ମିଟରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ଏ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ 'ମେକ ଇନ ଓଡ଼ିଶା' କନକ୍ଲେଭ ଆୟୋଜନ ହେବ । ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି । ଏହି କ୍ରମରେ ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…