Browsing Tag

mandatory to wear a mask

ମହାରାଷ୍ଟ୍ରରେ ଆଉ ୬ ମାସ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ମୁମ୍ବାଇ – ମହାରାଷ୍ଟ୍ରରେ ଆସନ୍ତା ୬ ମାସ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଥାକରେ ରବିବାର ସୋସିଆଲ ମିଡିଆରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି । କରୋନା ସଂକ୍ରମଣ ଯୋଗୁଁ ବିଶେଷଜ୍ଞମାନେ ପୁଣି ରାତ୍ରିକାଳୀନ କର୍ଫ୍ୟୁ ଓ ଲକ୍ ଡାଉନ୍…