Browsing Tag

Mass Education Minister Samir Ranjan Das

ଜୁଲାଇ ୩୧ ତାରିଖ ସୁଦ୍ଧା ବିନା ପରୀକ୍ଷାର ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର- ଚଳିତ ମାସ ୩୧ ତାରିଖ ମଧ୍ୟରେ ଯୁକ୍ତ ଦୁଇ ଫଳ ପ୍ରକାଶ ପାଇପାରେ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି । ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ କୁହାଯାଇଥିଲେ ମଧ୍ୟ ସୁପ୍ରିମକୋର୍ଟ ଜୁଲାଇ ୩୧ ମଧ୍ୟରେ…

ଆସନ୍ତାକାଲି ପ୍ରକାଶ ପାଇବ ମ୍ୟାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର - ଆସନ୍ତାକାଲି ପ୍ରକାଶ ପାଇବ ଏ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳ । ସଂଧ୍ୟା ୬ଟାରୁ ୨ଟି ୱେବସାଇଟ- bseodisha.ac.in , bseodisha.nic.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଏସଏମଏସ ମାଧ୍ୟମରେ ବି ପରୀକ୍ଷାଫଳ…

ଏ ବର୍ଷ ବି ନବମ ଓ ଦଶମ ଶ୍ରେଣୀର ସିଲାବସ୍ ୩୦ ପ୍ରତିଶତ ହ୍ରାସ ପାଇବ

ଭୁବନେଶ୍ୱର- ଏ ବର୍ଷ ନବମ ଓ ଦଶମ ଶ୍ରେଣୀର ସିଲାବସ୍ ୩୦ ପ୍ରତିଶତ ହ୍ରାସ କରାଯିବ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । କିନ୍ତୁ ସ୍କୁଲ୍ ଖୋଲାଯିବା ନିଷ୍ପତ୍ତି ହୋଇନାହିଁ ବୋଲି ସେ କହିଛନ୍ତି । ଅନଲାଇନରେ ସ୍କୁଲ ପିଲାଙ୍କୁ ପାଠ ପଢାଯାଉଛି । ଅନଲାଇନ…

ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ

ଭୁବନେଶ୍ୱର- ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ଘୋଷଣା କରିଛନ୍ତି । କୋଭିଡ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ବୋର୍ଡ ପରୀକ୍ଷା ସ୍ଥଗିତ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ ।…

ସ୍ଥିତିକୁ ଦେଖି ସ୍କୁଲ୍ ବନ୍ଦ ନିଷ୍ପତ୍ତି ନିଆଯିବ : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର-ପଡୋଶୀ ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧିରୁ ଉପୁଜିଥିବା ସ୍ଥିତି ନେଇ ଶିକ୍ଷା ବିଭାଗ ସତର୍କ ରହିଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ କହିଛନ୍ତି ଯେ, ବର୍ତ୍ତମାନ ଏସଓପି ଅନୁସାରେ ରାଜ୍ୟରେ ସ୍କୁଲ ଚାଲିଛି । ସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ସଂପର୍କରେ…

ଆସନ୍ତାକାଲି କଂଗ୍ରେସ ବନ୍ଦ ଡାକରା ଦୃଷ୍ଟିରୁ ସବୁ ସ୍କୁଲ ଛୁଟି, ସରସ୍ୱତୀ ପୂଜାରେ ବି ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର-ଆସନ୍ତାକାଲି ରାଜ୍ୟରେ ସବୁ ସ୍କୁଲ ବନ୍ଦ ରହିବ । ରାଜ୍ୟବ୍ୟାପୀ କଂଗ୍ରେସର ବନ୍ଦ ଡାକରା ଯୋଗୁଁ ସ୍କୁଲ ଛୁଟି ରହିବ । ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ସୂଚନା ଦେଇଛନ୍ତି । ଏପରିକି ସରସ୍ୱତୀ ପୂଜା ଦିନ ମଧ୍ୟ…