Browsing Tag

Matric Students

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର- ରାଜ୍ୟରେ ଏ ବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ ସେମାନଙ୍କ ପାଇଁ ଉନ୍ମୋଚନ ହୋଇଛି ‘ପରୀକ୍ଷା ଦର୍ପଣ’ ପୁସ୍ତକ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ପୁସ୍ତକ ଉନ୍ମୋଚନ…

ଆଜି ଉନ୍ମୋଚନ ହେବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ୱର- ଆଜି ଦିନ ୧୧ଟାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’ ପୁସ୍ତକର ଉନ୍ମୋଚନ ହେବ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ଏହି ପୁସ୍ତିକା ଉନ୍ମୋଚନ କରିବେ । ଏ ବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ମିଳିବ ପରୀକ୍ଷା ଦର୍ପଣ…

ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଦିଆଯିବ ‘ଶିକ୍ଷା ଦର୍ପଣ’ ପୁସ୍ତିକା

ଭୁବନେଶ୍ୱର- ଏ ବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଗଣାରେ ‘ଶିକ୍ଷା ଦର୍ପଣ’ ଯୋଗାଇ ଦିଆଯିବ । ବିଭାଗୀୟ ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି । ଶିକ୍ଷା ଦର୍ପଣରେ ପ୍ରଶ୍ନପତ୍ର ସହ ଉତ୍ତର ରହିବ । ଏହା…